ଆଜି ପୁଣି ୪୧ ଜଣଙ୍କ ଜୀବନ ନେଲା ମହାମାରୀ କରୋନା
1 min read
ଆଓରି-ଭୁବନେଶ୍ୱର(୦୭/୦୬) : ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୩୫ କୁ ବୃଦ୍ଧି ପାଇଛି।