ରାଜ୍ୟ

କରୋନାର ଚାଲିଗଲେ ଓଡ଼ିଆ ଆଇଏସ

ଆଓରି-ଭୁବନେଶ୍ୱର(୧୯/୦୬) :କରୋନାର ଚାଲିଗଲା ଓଡ଼ିଆ ଆଇଏଏସ ଅଫିସର ଡ. ଗୁରୁପ୍ରସାଦ ମହାପାତ୍ରଙ୍କ ଜୀବନ । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ DPIITର କେନ୍ଦ୍ର ସଚିବ ଥିଲେ । ଗୁରୁପ୍ରସାଦ ମହାପାତ୍ର ୧୯୮୬ ବ୍ୟାଚ ଗୁଜରାଟ କ୍ୟାଡର ଆଇଏଏସ ଅଫିସର ଥିଲେ । ଏୟାରପୋର୍ଟ ଅଥରିଟି ଅଫ ଇଣ୍ଡିଆର ଅଧ୍ୟକ୍ଷ ଭାବେ କାମ କରିଥିଲେ । ବିଶିଷ୍ଟ ସାହିତ୍ୟିକ ମହାପାତ୍ର ନୀଳମଣି ସାହୁଙ୍କ ସେ ପୁତ୍ର ଥିଲେ । ତାଙ୍କ ନିଧନରେ କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋଏଲ ଏବଂ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଗଭୀର ଦୁଃଖ ପକାଶ କରିଛନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button