April 18, 2024

ରାଜ୍ୟରେ ଆଖି ବୁଜିଲେ ଆଉ ୪୦ ଆକ୍ରାନ୍ତ

1 min read

ଆଓରି-ଭୁବନେଶ୍ୱର(୦୫/୦୬) : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨ ହଜାର ୯୫୨ରେ ପହଞ୍ଚିଛି।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.