ରାଜ୍ୟ

ଜୁନ୍ ୨୧ରେ ପ୍ରକାଶ ପାଇବ +୨କଳା ଓ ବାଣିଜ୍ୟ ପରୀକ୍ଷା ଫଳ

ଆଓରି-ଭୁବନେଶ୍ଵର(୧୯/୦୬) : ଜୁନ୍ ୨୧ରେ +୨କଳା ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ଦିନ ଅପରାହ୍ନ ସାଢେ ୩ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବ । ଏହା ସହ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button