ଜାତୀୟପ୍ରବାସୀ ଓଡିଆ

ଉତ୍ତର ଭାରତରେ ଭୂକମ୍ପର ଝଟକା

ଆ.ଓ.ରି(ତା୯|୫)-

ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଭୂକମ୍ପର ଝଟକା। ଦିଲ୍ଲୀ, ଏନସିଆର, ଗୁରୁଗ୍ରାମ ଅଂଚଳରେ ଏହାର ପ୍ରଭାବ ଅନୁଭୂତ ହୋଇଛି।  ଭୂକମ୍ପ ପ୍ରଭାବରେ ହିମାଚଳ ପ୍ରଦେଶ, ପଂଜାବ ଓ ଜାମ୍ମୁ କାଶ୍ମୀର କିଛି ଅଂଚଳ ଥରି ଉଠିଥିଲା।

ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନରେ ହୋଇଥିବା ସୂଚନା ମିଳିଛି।  ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୯ ରେକର୍ଡ କରାଯାଇଛି। ଭୂମିକମ୍ପ ପରେ କୌଣସି ସ୍ଥାନରେ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ।

Related Articles

Leave a Reply

Your email address will not be published. Required fields are marked *

Back to top button