March 15, 2023

ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ବିଶ୍ଵଭୂଷଣ ହରିଚନ୍ଦନ

1 min read
Biswabhusan-Harichandan-Aajira-Odisha

ଆଓରି-ନୂଆଦିଲ୍ଲୀ(୨୪/୦୭) : ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ବୁଧବାର ବିଶ୍ୱଭୂଷଣ ହରିଚନ୍ଦନ ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ହାଇକୋର୍ଟ କାର୍ଯ୍ୟନିର୍ବାହୀ ବିଚାରପତି ସି. ପ୍ରବୀନ୍‌ କୁମାର ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଜଭବନରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌. ଜଗନମୋହନ ରେଡ୍ଡୀ ଏବଂ ତାଙ୍କ କ୍ୟାବିନେଟ୍‌ ସଦସ୍ୟ ତଥା ବାଚସ୍ପତି ତାମିନେନି ସୀତାରାମ, ଟିଡିପି ମୁଖ୍ୟ ଏନ୍‌. ଚନ୍ଦ୍ରାବାବୁ ନାଇଡୁ ପ୍ରମୁଖ ଉପସ୍ଥିିତ ଥିଲେ।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.