April 16, 2024

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ

1 min read

ଆ.ଓ.ରି(୨୯|୫)-ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ। ଏନେଇ କେନ୍ଦ୍ର ଶିକ୍ଷା ସଚିବ ଅନୀଲ ସ୍ୱରୂପ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛନ୍ତି।ଛାତ୍ରଛାତ୍ରୀମାନେ ୱେବସାଇଟ୍ www.cbse.nic.in କିମ୍ବା www.cbseresults.nic.inରେ ନିଜର ରେଜଲ୍ଟ ଦେଖିପାରିବେ।

ସୂଚନାଥାଉ କି, ସିବିଏସ୍‌ଇ ଦଶମ ପରୀକ୍ଷା ଗତ ମାର୍ଚ୍ଚ ୫ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ୍‌ରେ ସରିଥିଲା। ଦେଶବ୍ୟାପି ୧୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

ଉତ୍ତରପ୍ରଦେଶ ଗାଜିଆବାଦର ମେଘନା ଶ୍ରୀବାସ୍ତବ ଟପ୍ପର ହୋଇଛନ୍ତି। ସେ ମୋଟ୍‌ ୫୦୦ ନମ୍ବରରୁ ୪୯୯ ନମ୍ବର ରଖି ଟପ୍ପର ହୋଇଛନ୍ତି।

 

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.