ରାଜ୍ୟ

୧୯ରେ +୨ ବିଜ୍ଞାନ ରେଜଲ୍ଟ

ଆ.ଓ.ରି(୧୭|୫)-ଆସନ୍ତା ୧୯ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ। ଦିନ ୧୧ଟାରେ CHSE କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ତେବେ ଜୁନ୍ ପ୍ରଥମ ସପ୍ତାହ ସୁଦ୍ଧା କଳା ଏବଂ ବାଣିଜ୍ୟ ଫଳ ପ୍ରକାଶ ପାଇବାର ସମ୍ଭାବନା ରହିଛି। ଚଳିତ ବର୍ଷ ୩ ଲକ୍ଷ ୬୫ ହଜାର ୮୨୬ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।ମାର୍ଚ୍ଚ ୬ରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ମାର୍ଚ୍ଚ ୭ରେ କଳା ପରୀକ୍ଷା ଆରମ୍ଭ ହୋଇଥିଲା।

Related Articles

Leave a Reply

Your email address will not be published. Required fields are marked *

Back to top button