March 22, 2023

ରାଜ୍ୟର ୬ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

1 min read

ଆଓରି-ଭୁବନେଶ୍ଵର(୦୮/୦୭) : ଆଜି ରାଜ୍ୟର ୬ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସତର୍କ ସୂଚନା ଜାରି କଲା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ । ୬ଟି ଜିଲ୍ଲା- ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼ ଓ ଖୋର୍ଦ୍ଧା । ଏହିସବୁ ଜିଲ୍ଲାବାସୀଙ୍କୁ ଅପରାହ୍ନ ୫ଟା ଯାଏଁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.