April 16, 2024

୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୦୦,୬୩୬ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ

1 min read

ଆଓରି-ନୂଆଦିଲ୍ଲୀ(୦୭/୦୬) :ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୦,୬୩୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨,୪୨୭ ମୃତ୍ୟୁ ରେକର୍ଡ କରାଯାଇଛି।ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୯,୦୯,୯୭୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ହଜାର ୪୨୭ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୯ହଜାର ୧୮୬ରେ ପହଞ୍ଚିଛି। ଦିନକରେ ୧ ଲକ୍ଷ ୭୪ହଜାର ୩୯୯ ସୁସ୍ଥ ହୋଇଥିବା ବେଳେ ମୋଟ ୨,୭୧,୫୯,୧୮୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୪,୦୧,୬୦୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୩,୨୭,୮୬,୪୮୨ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.