April 18, 2024

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୩୪୨୭ ପଜିଟିଭ

1 min read

ଆଓରି-ଭୁବନେଶ୍ୱର(୧୯/୦୬) : ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୪୨୭ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୫୪ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୪୭୩ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୩୯୨୫ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୫୫୩ ସଂକ୍ରମିତ ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.