March 21, 2023

ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତକୁ ବିରୋଧ କରି ଜଗନ୍ନାଥ ସେନା ଆବାହକ ଗିରଫ

1 min read
Jagannath-Sena-Abahak-Arrested-Aajira-Odisha

ଆଓରି-ଭୁବନେଶ୍ଵର(୦୫/୦୧) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁରୀ ଗସ୍ତକୁ ବିରୋଧ ଶ୍ରୀଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ଗିରଫ । ଆଜି ପୁରୀରେ ଶକ୍ତି ମିଶନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ । ତେବେ ପ୍ରିୟଦର୍ଶନକଙ୍କୁ ପ୍ରତିଷେଧମୂଳକ ଭାବେ ଗିରଫ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସେ ବିରୋଧ କରୁଥିବାରୁ ଟାଉନ ଥାନା ପୋଲିସ ତାଙ୍କୁ ଗିରଫ କରିଛି ।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.