ରାଜନୀତିରାଜ୍ୟ

ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜେପିର ଜନଜାଗରଣ ଯାତ୍ରା ଅନୁଷ୍ଠିତ

ଆଓରି-ଭୁବନେଶ୍ଵର(୨୭/୧୧) : ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜେପିର ଜନଜାଗରଣ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପାଟଣାଗଡରେ ବିଧାୟକ କନକ ବର୍ଦ୍ଧନ ସିଂହଦେଓ, ପୂର୍ବତନAajira-Odisha ସାଂସଦ ସଂଗୀତା ସିଂଦେଓ, ପିଙ୍କି ପ୍ରଧାନ  ଓ ଜିଲ୍ଲା ସଭାପତି ଭକ୍ତବନ୍ଧୁ ନାୟକଙ୍କ ସମେତ ଶହଶହ ବିଜେପି କର୍ମୀ କେନ୍ଦ୍ରର ବିଭିନ୍ନ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରିଥିଲେ।ସେହିପରି ଗଞ୍ଜାମ ଜିଲ୍ଲା ବିଜେପି ପକ୍ଷରୁ ଜନ ପରାମର୍ଶ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିଜେପି କର୍ମକର୍ତ୍ତାମାନେ ଲୋକଙ୍କ ନିକଟରେ ପହଞ୍ଚି ସେମାନଙ୍କ ସୁବିଧା ଅସୁବିଧା ବୁଝିବା ସହ କେନ୍ଦ୍ର ସରକାରଙ୍କ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button