March 26, 2023

ଭାରତର ପ୍ରଥମ ଲୋକପାଳ ଭାବେ ଶପଥ ନେଲେ ଜଷ୍ଟିସ୍ ପିନାକୀ ଚନ୍ଦ୍ର ଘୋଷ

1 min read
justice pinaki-ghose-took-oath as first-lokpal-of-india-Aajira-Odisha

ଆଓରି-ନୂଆଦିଲ୍ଲୀ(୨୩/୦୩) : ଭାରତର ପ୍ରଥମ ଲୋକପାଳ ଭାବେ ଜଷ୍ଟିସ୍ ପିନାକୀ ଚନ୍ଦ୍ର ଘୋଷ ଶନିବାର ଶପଥ ନେଇଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉପରାଷ୍ଟ୍ରପତି ଏମ ଭେଙ୍କିୟା ନାଇଡୁ ଏବଂ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ରଞ୍ଜନ ଗୋଗେଇ ଉପସ୍ଥିତ ଥିଲେ ।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.