March 24, 2023

କେରଳର ପୂର୍ବତନ ମନ୍ତ୍ରୀ ଥୋମାସ ଚାଣ୍ଡିଙ୍କର ପରଲୋକ

1 min read
Thomas-Chandy-Passed-Away-aajira-odisha

ଆଓରି-ନୂଆଦିଲ୍ଲୀ(୨୦/୧୨) : କେରଳର ପୂର୍ବତନ ମନ୍ତ୍ରୀ ତଥା ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିର ଅଧ୍ୟକ୍ଷ ଥୋମାସ ଚାଣ୍ଡିଙ୍କର ଶୁକ୍ରବାର ଦ୍ଵିପ୍ରହରରେ ନିଜ ବାସଭବନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ବର୍ଷ ବୟସ ହୋଇଥିଲା। ସେ କର୍କଟ ରୋଗରେ ପୀଡିତ ହୋଇ ଦୀର୍ଘ ଦିନ ହେବ ଚିକିତ୍ସିତ ହେଉଥିଲେ।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.