ଜାତୀୟରାଜ୍ୟ

MS ଲ’ କଲେଜ ହେବ ବିଶ୍ୱବିଦ୍ୟାଳୟ

ଆ.ଓ.ରି(୨୦|୫)-ରାଜ୍ୟର ସର୍ବପୂରାତନ ଆଇନ ଶିକ୍ଷାନୁଷ୍ଠାନ ମଧୁସୂଦନ ଆଇନ ମହାବିଦ୍ୟାଳୟ ହେବ ବିଶ୍ୱବିଦ୍ୟାଳୟ। ବିଜେଡିର ଆଇନଜୀବୀ ସାମୁଖ୍ୟ କାର୍ଯ୍ୟକାରିଣୀରେ ଯୋଗ ଦେବା ଅବସରରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏହି ଅବସରରେ ଆଇନଜୀବୀଙ୍କ ବିକାଶ ନେଇ ଆଉ କିଛି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଗାମୀ ବର୍ଷରୁ ଆଇନଜୀବୀ ୱେଲଫେୟାର ଫଣ୍ଡ ୫ କୋଟି ହେବ।  ଆଇନଜୀବୀଙ୍କ ଦକ୍ଷତା ବୃଦ୍ଧି ପାଇଁ ସ୍କିଲ ଡେଭଲପମେଣ୍ଟ ଏକାଡେମୀ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

Related Articles

Leave a Reply

Your email address will not be published. Required fields are marked *

Back to top button