April 2, 2023

ସାଧାରଣ ବଜେଟ ଉପସ୍ଥାପନ ପୂର୍ବରୁ ସମସ୍ତ ରାଜ୍ୟର ଅର୍ଥମନ୍ତ୍ରୀଙ୍କୁ ଭେଟିବେ ନିର୍ମଳା ସୀତାରମନ

1 min read

ଆଓରି-ନୂଆଦିଲ୍ଲୀ(୨୦/୦୬) : ଆସନ୍ତା ଜୁଲାଇ ୫ରେ ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଥିବାବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସମସ୍ତ ରାଜ୍ୟର ଅର୍ଥମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ବଜେଟ ସହ ଜଡିତ କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ ବୋଲି ଜଣାପଡିଛି। ବଜେଟ ପୂର୍ବରୁ ଜୁନ୍‌ ୨୧ ଜିଏସଟି କାଉସିଲ ବୈଠକ ମଧ୍ୟ ହେବ। ସୂଚନାଯୋଗ୍ୟ, ଏହା ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍‌ ହେବ।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.