ରାଜ୍ୟ

ଏୟାର ଆମ୍ବୁଲାନ୍ସରେ ଚିକିତ୍ସା ପାଇଁ ଦିଲ୍ଲୀ ଯିବେ ପପୁ

ଆ.ଓ.ରି(ତା୧୫|୫)-ଓଲିଉଡ଼ କମେଡି କିଙ୍ଗ୍ ପପୁ ପମ୍ ପମ୍‌ଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର। ତାଙ୍କୁ ଆଜି ଏୟାର ଆମ୍ବୁଲାନ୍ସରେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ନିଆଯିବ ବୋଲି ତାଙ୍କ ନିକଟ ସମ୍ପର୍କୀୟଙ୍କ ପକ୍ଷରୁ ସୂଚନା ମିଳିଛି।

ଅଗ୍ନାଶୟ ବା ପାନ୍‌କ୍ରିୟାସ୍‌ ଜନିତ ରୋଗରେ ଆକ୍ରାନ୍ତ ହୋଇ ଗତ ୩ ଦିନ ହେଲା ପପୁ ପମ୍ ପମ୍ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।  ତାଙ୍କୁ ଦେଖିବାକୁ ହସ୍ପିଟାଲକୁ ବହୁ ସିନେ କଳାକାର ପହଞ୍ଚୁଛନ୍ତି

Related Articles

Leave a Reply

Your email address will not be published. Required fields are marked *

Back to top button