ଜାତୀୟ

ଜମ୍ମୁ-କଶ୍ମୀରରେ ସମ୍ଭାବ୍ୟ ହିଂସାକାଣ୍ଡର ମୁକାବିଲା ପାଇଁ ପୋଲିସ ସତର୍କ ରହିବା ଆବଶ୍ୟକ ; ନରେନ୍ଦ୍ର ମୋଦୀ

ଆଓରି-ନୂଆଦିଲ୍ଲୀ(୦୫/୦୮) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ଏହାପରେ ମୋଦି ସୂଚନା ଦେଇଛନ୍ତି ଯେ, ଜମ୍ମୁ-କଶ୍ମୀରରେ ସମ୍ଭାବ୍ୟ ହିଂସାକାଣ୍ଡର ମୁକାବିଲା ପାଇଁ ପୋଲିସ ସତର୍କ ରହିବା ଆବଶ୍ୟକ। ଇତିମଧ୍ୟରେ ଜମ୍ମୁ-କଶ୍ମୀର ସୁରକ୍ଷାକର୍ମୀଙ୍କ ଛାଉଣୀରେ ପରିଣତ ହୋଇଛି। ପ୍ରାୟ ୪୫୦ କମ୍ପାନୀ ସୁରକ୍ଷାକର୍ମୀଙ୍କୁ ରାଜ୍ୟରେ ମୁତୟନ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ କେତେକ ସ୍ଥାନରେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବାକୁ ସାମୟିକ ବନ୍ଦ କରାଯାଇଥିବା କୁହାଯାଉଛି।

Related Articles

Leave a Reply

Your email address will not be published. Required fields are marked *

Back to top button