March 26, 2023

ଭୁବନେଶ୍ଵରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

1 min read
President-Ramnath-Kovind-in-odisha-Aajira-Odisha

ଆଓରି-ଭୁବନେଶ୍ଵର(୨୭/୦୯) : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭୁବନେଶ୍ଵରରେ ପହଁଞ୍ଚିଛନ୍ତି । ବାୟୁସେନାର ସ୍ଵତନ୍ତ୍ର ବିମାନ ‘ରାଜକମଲ’ ଯୋଗେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ତାଙ୍କ ପତ୍ନୀ ସବିତା କୋବିନ୍ଦ ସହ ଭୁବନେଶ୍ଵର ବିମାନ ବନ୍ଦରରେ ପହଁଞ୍ଚିଛନ୍ତି।

ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଚନ୍ଦ୍ର ଷଢଙ୍ଗୀ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ପୁଲିସ ଡିଜି ଡ଼କ୍ଟର ବିଜୟ କୁମାର ଶର୍ମା ପ୍ରମୁଖ ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇଥିଲେ।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.