ରାଜ୍ୟ

ରେଭେନ୍ସାରେ ଛାତ୍ର ଅଶାନ୍ତି

ଆ.ଓ.ରି(ତା୮|୫)-

ରେଭେନ୍ସାରେ ଛାତ୍ର ଅଶାନ୍ତି। ବିଭିନ୍ନ ଦାବିରେ କୁଳପତିଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି ଛାତ୍ରଛାତ୍ରୀ।  ଫି ବୃଦ୍ଧି ପ୍ରତ୍ୟାହାର, ହଷ୍ଟେଲ ଛାଡିବା ନିର୍ଦ୍ଦେଶର ପ୍ରତିବାଦରେ ଛାତ୍ରଛାତ୍ରୀମାନେ ଏହି ଧାରଣା ଦେଇଛନ୍ତି।

ହଷ୍ଟେଲ ନବୀକରଣ ପାଇଁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଆସନ୍ତା ୨୮ତାରିଖ ସୁଦ୍ଧା ହଷ୍ଟେଲ ଛାଡିବାକୁ ନୋଟିସ୍ ଦେଇଛନ୍ତି। ତେବେ ଏହାକୁ ବିରୋଧ କରିଛନ୍ତି ଛାତ୍ରଛାତ୍ରୀ। ଫଳରେ ବିଶ୍ୱବିଦ୍ୟାଳୟ ପରିସରରେ ଛାତ୍ର ଅଶାନ୍ତି ସୃଷ୍ଟି ହୋଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button