March 28, 2023

ଆହୁରି ବଢ଼ିବ ଗରମ ପ୍ରକୋପ

1 min read

ଆଓରି(ତା୨୪|୪)- ସାରା ରାଜ୍ୟରେ ମୁଣ୍ଡଫଟା ଖରା, ଅସହ୍ୟ ତାତି। ଗତକାଲି ରାଜ୍ୟର ୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା। ଟିଟିଲାଗଡ଼ ଗତକାଲି ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ଥିଲା।

ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଅସହ୍ୟ ଗରମ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୨୮ ତାରିଖ ପରେ କାଳ ବୈଶାଖୀ ହେବାର ସମ୍ଭାବନା ଥିବାରୁ ତାପମାତ୍ରା କମିବ।

ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଆଦି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.