ରାଜନୀତି

କଂଗ୍ରେସ ସହ ମେଣ୍ଟ ଭିତ୍ତିହୀନ: ମୁଖ୍ୟମନ୍ତ୍ରୀ

ଆ.ଓ.ରି(ତା୨୫|୫)-୨୦୧୯ ସାଧାରଣ ନିର୍ବାଚନରେ କଂଗ୍ରେସ କିମ୍ବା ବିଜେପି ସହ ମେଣ୍ଟ ହେବ ନାହିଁ ବୋଲି ପୁଣି ଥରେ ସ୍ପଷ୍ଟ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଉଭୟ ଦଳଠାରୁ ବିଜେଡି ସମଦୂରତ୍ୱ ରଖିବ ଓ କଂଗ୍ରେସ ସହ ମେଣ୍ଟକୁ ନେଇ ହେଉଥିବା ସବୁ ଅଭିଯୋଗ ଭିତ୍ତିହୀନ ବୋଲି ସେ କହିଛନ୍ତି। ଏଥିସହିତ ଆସନ୍ତାକାଲି ମୋଦିଙ୍କ ଗସ୍ତ ଦ୍ୱାରା ଓଡ଼ିଶାରେ ବିଜେପି ଅଧିକ ଶକ୍ତିଶାଳୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଭାବୁ ନାହାନ୍ତି ବୋଲି ସେ କହିଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button