March 19, 2023

ରାଜ୍ୟରେ ଥମୁନି କରୋନା ମୃତ୍ୟୁ: ଆଜି ନେଳା ଆଉ ୩୩ ଜୀବନ

1 min read

ଆଓରି-ଭୁବନେଶ୍ଵର(୨୮/୦୫) :ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୩୩ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା।ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୬୫୧କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.