ରାଜ୍ୟରେ କମୁଛି ସଂକ୍ରମଣ: ଆଜି ୭୧୮୮ ପଜିଟିଭ୍
1 min read
ଆଓରି-ଭୁବନେଶ୍ଵର(୨୯/୦୫) :ରାଜ୍ୟରେ କମିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୧୮୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪୭୧୪୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୬୨ ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୪୦୨୬ ଜଣ କ୍ବାରେଣ୍ଟାଇନ୍ରେ ରହିଛନ୍ତି ।