ରାଜ୍ୟରେ ଆଖି ବୁଜିଲେ ଆଉ ୩୯ ଆକ୍ରାନ୍ତ
1 min read
ଆଓରି-ଭୁବନେଶ୍ୱର(୦୪/୦୬) : ରାଜ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୋଟ ମୃତ୍ୟୁ ସଂଖ୍ୟା ୨୯୧୨ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୧୨ କୁ ବୃଦ୍ଧି ପାଇଛି।