ରାଜ୍ୟରେ ୮୮୩୯ ନୂଆ କରୋନା ଆକ୍ରାନ୍ତ
1 min read
ଆଓରି-ଭୁବନେଶ୍ୱର(୦୩/୦୬) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୮୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ୪୯୪୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୮୯୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୩୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।