ରାଜ୍ୟ

ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚା ପକ୍ଷରୁ ତୃତୀୟ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ଆଓରି-ଭୁବନେଶ୍ଵର(୩୦/୧୨) : ଜଗତସିଂହପୁର ଜିଲ୍ଲା ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚା ପକ୍ଷରୁ ସ୍ଥାନୀୟ ଶାରଦା ମଣ୍ଡପଠାରେ ତୃତୀୟ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାପତି କ୍ରିଷ୍ଣା ମହାନ୍ତିଙ୍କ ସମେତ ବହୁ ଦଳୀୟ କର୍ମୀମନେ ଯୋଗ ଦେଇଥିଲେ । ଆଗାମୀ ଦିନରେ ବିଜେଡି ସରକାରର ମହିଳା ବିରୋଧୀ କାର୍ଯ୍ୟକ୍ରମକୁ ବିରୋଧ କରିବା ସହିତ ତୃଣମୂଳ ସ୍ତରରେ ସାଧାରଣ ଲୋକମାନଙ୍କୁ ମୋଦି ସରକାରର ବିଭିନ୍ନ ଯୋଜନା ଉପରେ ସଚେତନ କରାଇବା ଉପରେ ଆଲୋକପାତ କରିଥିଲେ ।ଏହି ସମାବେଶରେ ଅନେକ ମହିଳାମାନେ ଉପସ୍ଥିତ ଥିଲେ ।

Related Articles

Leave a Reply

Your email address will not be published. Required fields are marked *

Back to top button