ରାଜ୍ୟ

୫ ଜିଲ୍ଲାକୁ ସତର୍କ ସୂଚନା: ଅପରାହ୍ନ ୪ଟା ଯାଏ ହୁସିଆର!

ଆ.ଓ.ରି(ତା୨୧|୫)-ଆଜି ରାଜ୍ୟରେ କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ଅପରାହ୍ନ ସାଢ଼େ ୪ଟା ଯାଏଁ ୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ସେହି ଜିଲ୍ଲା ଗୁଡ଼ିକ ହେଉଛି ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି ଓ କନ୍ଧମାଳ। ଏହି ସମୟରେ ଘରୁ ନ ବାହାରିବା ପାଇଁ ଲୋକମାନଙ୍କୁ  ସତର୍କ କରାଯାଇଛି।

 

Related Articles

Leave a Reply

Your email address will not be published. Required fields are marked *

Back to top button