March 21, 2023

ଆଜି ରାଜ୍ୟରେ ୩୫ କରୋନା ସଂକ୍ରମଣଙ୍କ ମୃତ୍ୟୁ

1 min read

ଆଓରି-ଭୁବନେଶ୍ଵର(୨୬/୦୫) :  ରାଜ୍ୟରେ କ୍ରମାଗତ ଭାବରେ ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରି ସ୍ଥଳରେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ଆଜି ରାଜ୍ୟରେ ୩୫ କରୋନା ସଂକ୍ରମଣଙ୍କରେ ମୃତ୍ୟୁ ହୋଇଛି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା୨୫୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.