ରାଜ୍ୟ

ଆଜି ଶପଥ ନେବେ ନୂଆ ରାଜ୍ୟପାଳ

ଆ.ଓ.ରି(ତା୨୯|୫)-ଆଜି ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ପ୍ରଫେସର ଗଣେଶୀ ଲାଲ୍। ସନ୍ଧ୍ୟାରେ ରାଜଭବନରେ ସେ ଶପଥ ଗ୍ରହଣ କରିବେ।

ଗତକାଲି ଭୁବନେଶ୍ୱରରେ ପହଞ୍ଚିବା ପରେ ନବ ନିଯୁକ୍ତ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ରାଜ୍ୟପାଳ ଏସ୍.ସି ଜମିରଙ୍କ କାର୍ଯ୍ୟକାଳ ସରିବା ପରେ ବିହାର ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କୁ ଓଡ଼ିଶାର ଦାୟିତ୍ୱ ଦିଆଯାଇଥିଲା। ସେ ଗତ ମାର୍ଚ୍ଚ ୨୧ ତାରିଖରୁ ଓଡିଶାର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଉଥିଲେ। ଏହାପରେ କେନ୍ଦ୍ର ସରକାର ଗଣେଶୀ ଲାଲଙ୍କୁ ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରିଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button