January 28, 2023

ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ୨ ଅଧିକାରୀ

1 min read

ଆ.ଓ.ରି(ତା୮|୫)-

ଭିଜିଲାନ୍ସ ଜାଲରେ ଜଳ ସେଚନ ବିଭାଗର ୨ ଅଧିକାରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ରେତ ପ୍ରକଳ୍ପ ସହକାରୀ ଯନ୍ତ୍ରୀ ଓ ରେଙ୍ଗାଲି କେନାଲ ସବ୍ ଡିଭିଜନର ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ।

ରେତ ପ୍ରକଳ୍ପ ସହକାରୀ ଯନ୍ତ୍ରୀ ରସାନନ୍ଦ ମାଝୀ ଓ ରେଙ୍ଗାଲି ସବ୍ ଡିଭିଜନ ସହକାରୀ ଯନ୍ତ୍ରୀ ଘନଶ୍ୟାମ ସେଠ୍‌ଙ୍କ ବରଗଡ଼ସ୍ଥିତ ଘରେ ଏହି ରେଡ୍ ହୋଇଛି। ଉଭୟ ଅଧିକାରୀଙ୍କ ବାସଭବନ ସହିତ ଭିନ୍ନ ଭିନ୍ନ ସ୍ଥାନରେ ଥିବା ସେମାନଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢାଉ କରାଯାଉଥିବା ସୂଚନା ମିଳିଛି।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.