ଅପରାଧ

ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ୨ ଅଧିକାରୀ

ଆ.ଓ.ରି(ତା୮|୫)-

ଭିଜିଲାନ୍ସ ଜାଲରେ ଜଳ ସେଚନ ବିଭାଗର ୨ ଅଧିକାରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ରେତ ପ୍ରକଳ୍ପ ସହକାରୀ ଯନ୍ତ୍ରୀ ଓ ରେଙ୍ଗାଲି କେନାଲ ସବ୍ ଡିଭିଜନର ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ।

ରେତ ପ୍ରକଳ୍ପ ସହକାରୀ ଯନ୍ତ୍ରୀ ରସାନନ୍ଦ ମାଝୀ ଓ ରେଙ୍ଗାଲି ସବ୍ ଡିଭିଜନ ସହକାରୀ ଯନ୍ତ୍ରୀ ଘନଶ୍ୟାମ ସେଠ୍‌ଙ୍କ ବରଗଡ଼ସ୍ଥିତ ଘରେ ଏହି ରେଡ୍ ହୋଇଛି। ଉଭୟ ଅଧିକାରୀଙ୍କ ବାସଭବନ ସହିତ ଭିନ୍ନ ଭିନ୍ନ ସ୍ଥାନରେ ଥିବା ସେମାନଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢାଉ କରାଯାଉଥିବା ସୂଚନା ମିଳିଛି।

Related Articles

Leave a Reply

Your email address will not be published. Required fields are marked *

Back to top button