ଜାତୀୟରାଜ୍ୟ

ବିଶ୍ଵ ପର୍ଯ୍ୟଟନ ଦିବସ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଆଓରି-ଭୁବନେଶ୍ଵର(୨୭/୦୯) : ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନିଜ ଟ୍ୱିଟର୍‌ ଆକାଉଣ୍ଟ ଜରିଆରେ ସାରା ଦେଶବାସୀ ଓ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଓଡ଼ିଶାରେ ପର୍ଯ୍ୟଟନର ବିକାଶ ପାଇଁ ଅନେକ ସୁଯୋଗ ରହିଛି । ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଓଡ଼ିଶାର ପର୍ଯ୍ୟଟନ ସ୍ଥଳୀ । ଓଡ଼ିଶାର ପର୍ଯ୍ୟଟନ ସ୍ଥଳୀ ଗୁଡ଼ିକ ଆଧ୍ୟାତ୍ମିକ ହେବା ସହ ଅତି ସୁନ୍ଦର ଏବଂ ରମଣୀୟ । ଓଡ଼ିଶାରେ ପର୍ଯ୍ୟଟନର ବିକାଶ ପାଇଁ ଏକ ବଡ଼ ସୁଯୋଗ ରହିଛି । ପର୍ଯ୍ୟଟନ କ୍ଷେତ୍ରର ବିକାଶ ହେଲେ ରାଜ୍ୟର ବିକାଶ ହେବ ।

Related Articles

Leave a Reply

Your email address will not be published. Required fields are marked *

Back to top button