ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ କରୋନା ନେଲା ଆଉ ୩୫ ଜୀବନ

ଆଓରି-ଭୁବନେଶ୍ବର(୩୧/୦୫) : ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୩୫ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା।ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୭୫୪ କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button