ବ୍ୟକ୍ତିତ୍ଵ

୨୦୧୮ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ଦାଶରଥି ଦାସ ମନୋନ୍ନିତ

ଆଓରି-ଭୁବନେଶ୍ଵର(୦୫/୧୨) : ୨୦୧୮ ବର୍ଷର ସମ୍ମାନଜନକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତାଲିକା ଘୋଷଣା କରାଯାଇଛି। ଓଡ଼ିଆ ସାହିତ୍ୟର ବିଶିଷ୍ଟ ଗବେଷକ ତଥା ପ୍ରାବନ୍ଧିକ ପ୍ରଫେସର ଦାଶରଥି ଦାସ ପାଇବେ ୨୦୧୮ର ସମ୍ମାନଜନକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ପୁସ୍ତକ ‘ପ୍ରସଙ୍ଗ ପୁରୁଣା ଭାବନା ନୂଆ’ ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ ।

Related Articles

Leave a Reply

Your email address will not be published. Required fields are marked *

Back to top button