ଖେଳ

ଆଇସିସି ଦିନିକିଆ ବ୍ୟାଟିଂ ମାନ୍ୟତା

ଆଓରି-ନୂଆଦିଲ୍ଲୀ(୦୩/୦୬) : ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉପଅଧିନାୟକ ରୋହିତ ଶର୍ମା ଆଇସିସି ଦିନିକିଆ ବ୍ୟାଟିଂ ମାନ୍ୟତା ତାଲିକାରେ ଯଥାକ୍ରମେ ୨ୟ ଓ ୩ୟ ସ୍ଥାନ ବଜାୟ ରଖିଛନ୍ତି। ବୁଧବାର ଆଇସିସି ପକ୍ଷରୁ ପ୍ରକାଶିତ ଦିନିକିଆ ବ୍ୟାଟ୍‌ସମ୍ୟାନ୍ ତାଲିକାର ପ୍ରଥମ ୫ଟି ସ୍ଥାନରେ କୌଣସି ପରିବର୍ତ୍ତନ ହୋଇନାହିଁ। ସର୍ବାଧିକ ୮୬୫ ପଏଣ୍ଟ ସହ ପାକିସ୍ତାନ ଅଧିନାୟକ ବାବର ଆଜମ୍‌ ଶୀର୍ଷ ସ୍ଥାନରେ ରହିଛନ୍ତି। ତାଙ୍କ ପଛକୁ ୮୫୭ ପଏଣ୍ଟ ସହ ବିରାଟ କୋହଲି ୨ୟ ଓ ୮୨୫ ପଏଣ୍ଟ ସହ ରୋହିତ ଶର୍ମା ୩ୟ ସ୍ଥାନରେ ରହିଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button