ଜାତୀୟସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୨,୭୩୪ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ

ଆଓରି-ନୂଆଦିଲ୍ଲୀ(୩୧/୦୫) : ଦେଶରେ ଦିନକରେ ଆଉ ୧ଲକ୍ଷ ୫୨ ହଜାର ୭୩୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୦,୪୭,୫୩୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩,୧୨୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୨୯ ହଜାର ୧୦୦ରେ ପହଞ୍ଚିଛି। ୨୪ ଘଣ୍ଟାରେ ୨ ଲକ୍ଷ ୩୮ ହଜାର ୦୨୨ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୫୬,୯୨,୩୪୨ ସୁସ୍‍ଥ ହୋଇ ଘରକୁ ଫେରିଛନ୍ତି।ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Related Articles

Leave a Reply

Your email address will not be published. Required fields are marked *

Back to top button