ରାଜ୍ୟସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬,୧୧୮ ଜଣ କରୋନା ପଜିଟିଭ ଚିହ୍ନଟ

ଆଓରି-ଭୁବନେଶ୍ୱର(୦୭/୦୬) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬,୧୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୪୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୬୬୫ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ୬୪୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button