ରାଜ୍ୟସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭,୩୯୫ ଜଣ କରୋନା ପଜିଟିଭ ଚିହ୍ନଟ

ଆଓରି-ଭୁବନେଶ୍ୱର(୦୫/୦୬) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭,୩୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୧୬୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୨୨୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୬୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button